www.samajalive.in
Saturday, December 13, 2025
27.1 C
Bhubaneswar

ସୁସ୍ଥ ହେଲେ ଆଉ ୨୦୦୯ କରୋନା ଅକ୍ରାନ୍ତ : ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୮୬କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୨୦୦୯ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୮୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ନୂଆପଡ଼ାରୁ ସର୍ବାଧିକ ୨୭୪, ସୁନ୍ଦରଗଡ଼ରୁ ୨୬୬, ଖୋର୍ଦ୍ଧାରୁ ୨୦୬, କେନ୍ଦୁଝରରୁ ୧୫୨, ସମ୍ବଲପୁରରୁ ୧୨୧, କଳାହାଣ୍ଡିରୁ ୧୧୩, ବରଗଡ଼ରୁ ୧୦୮, ପୁରୀରୁ ୧୦୭, ବଲାଙ୍ଗୀରରୁ ୮୮, ବାଲେଶ୍ବରରୁ ୮୦ ଏବଂ ଝାରସୁଗୁଡ଼ାରୁ ୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି କଟକରୁ ୫୭,  ନବରଙ୍ଗପୁରରୁ ୫୨, ଗଞ୍ଜାମରୁ ୪୨, ଯାଜପୁରରୁ ୩୩, ଦେବଗଡରୁ ୩୧, ରାୟଗଡାରୁ ୨୮, ମୟୂରଭଞ୍ଜରୁ ୨୬, ଅନୁଗୋଳରୁ ୨୦, ଗଜପତିରୁ ୧୯, କନ୍ଧମାଳରୁ ୧୫, ସୁବର୍ଣ୍ଣପୁରରୁ ୧୪, ଜଗତସିଂହପୁରରୁ ୧୩, ଭଦ୍ରକରୁ ୧୧, କୋରାପୁଟରୁ ୯, ନୟାଗଡରୁ ୮ ଏବଂ  ଢେଙ୍କା​‌ନାଳରୁ ୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟ ପକ୍ଷରେ କେନ୍ଦ୍ରାପଡାରୁ ୨, ମାଲକାନଗିରିରୁ ଜଣେ ଏବଂ ଷ୍ଟେଟ ପୁଲରୁ ୪୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ୍ୟ ୫୧ ହଜାର ୩୮୬ରେ ପହଞ୍ଚିଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories