www.samajalive.in
Saturday, December 6, 2025
15.1 C
Bhubaneswar

ଆଉ ୩୪୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି

ଭୁବନେଶ୍ବର : ଶନିବାର ରାଜ୍ୟରୁ ଆଉ ୩୪୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୧, କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮,ଯାଜପୁରରୁ ୧୪୪, ବାଲେଶ୍ବରରୁ ୧୩୭, ନୟାଗଡ଼ରୁ ୧୧୭ ଏବଂ କୋରାପୁଟରୁ ୧୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ବଲପୁରରୁ ୧୦୦, ଝାରସୁଗୁଡାରୁ ୬୭, ମାଲକାନଗିରିରୁ ୬୪, ବଲାଙ୍ଗୀର ଓ କେନ୍ଦ୍ରାପଡାରୁ ୬୧ ଜଣ ଲେଖାଏଁ, ବରଗଡ଼ରୁ ୫୬, କେନ୍ଦୁଝରରୁ ୫୪, ସୁବର୍ଣ୍ଣପୁରରୁ ୪୧, ସୁନ୍ଦରଗଡ଼ରୁ ୩୮, ନବରଙ୍ଗପୁରରୁ ୩୩, କନ୍ଧମାଳରୁ ୨୪, ଗଜପତି ଓ ନୂଆପଡାରୁ ୨୩ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ କଳାହାଣ୍ଡିରୁ ୧୨, ବୌଦ୍ଧରୁ ୧୧, ଦେବଗଡ଼ରୁ ୮ ଏବଂ ଅନୁଗୋଳରୁ ୫ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୩ ହଜାର ୭୭୪କୁ ବୃଦ୍ଧି ପାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories