www.samajalive.in
Sunday, December 7, 2025
23.1 C
Bhubaneswar

ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୧୯୪୧୨୮କୁ ବୃଦ୍ଧି

ଭୁବନେଶ୍ୱର : ଶୁକ୍ରବାର ରାଜ୍ୟରୁ ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୧୯୪୧୨୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୮୩, କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ ୧୩୦ ଏବଂ ଭଦ୍ରକରୁ ୧୧୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ସେହିପର ବାଲେଶ୍ୱରରୁ ୧୧୫, ସମ୍ବଲପୁରରୁୁ ୧୧୧, ମୟୂରଭଞ୍ଜରୁ ୧୦୮, କେନ୍ଦୁଝରରୁ ୧୦୭, ବରଗଡ଼ରୁ ୧୦୬, ନୂଆପଡାରୁ ୧୦୧, ରାୟଗଡାରୁ ୯୯, ସୁନ୍ଦରଗଡରୁ ୯୮, ଝାରସୁଗୁଡାରୁ ୮୧, କୋରାପୁଟରୁ ୬୪, ସୁବର୍ଣ୍ଣପୁରରୁ ୬୧, କଳାହାଣ୍ଡିରୁ ୫୩, ମାଲକାନଗିରିରୁ ୪୮, ନୟାଗଡ଼ରୁ ୪୬ ଓ ବଲାଙ୍ଗିରରୁ ୪୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅନ୍ୟପକ୍ଷରେ ଗଞ୍ଜାମରୁ ୩୯, ବୌଦ୍ଧରୁ ୩୫, ଢେଙ୍କାନାଳରୁ ୩୩, ଦେବଗଡ଼ରୁ ୧୬, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୩୧୩ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୧୯୪୧୨୮କୁ ବୃଦ୍ଧି ପାଇଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories