www.samajalive.in
Wednesday, December 10, 2025
16.1 C
Bhubaneswar

ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୧ଲକ୍ଷ୯୦ହଜାର ଟପିଲା

ଭୁବନେଶ୍ୱର : ରାଜ୍ୟରୁ ଗୁରୁବାର ଆଉ ୪୩୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୯୦୦୮୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୭୦ ଏବଂ କଟକରୁ ୫୫୮ଓ ଷ୍ଟେଟ ପୁଲରୁ ୨୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ସେହିପରି ଜଗତସିଂହପୁର ଏବଂ ସୁନ୍ଦରଗଡ଼ରୁ ୨୨୩ ଜଣ ଲେଖାଏଁ, ଯାଜପୁରରୁ ୧୯୮, ପୁରୀରୁ ୧୯୨, ଝାରସୁଗୁଡାରୁ ୧୬୮,ମୟୂରଭଞ୍ଜରୁ ୧୫୫, ବରଗଡ଼ରୁ ୧୩୫ ଏବଂ କେନ୍ଦ୍ରାପଡାରୁ ୧୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ବାଲେଶ୍ଵରରୁ ୧୨୨, ଅନୁଗୋଳରୁ ୧୧୯, ସମ୍ବଲପୁରରୁ ୧୧୩, ନୟାଗଡରୁ ୧୦୩, କଳାହାଣ୍ଡିରୁ ୧୦୨, ଢେଙ୍କାନାଳରୁ ୯୦, ନବରଙ୍ଗପୁରରୁ ୮୨, ନୂଆପଡାରୁ ୭୬, ସୁବର୍ଣ୍ଣପୁରରୁ ୭୫, କେନ୍ଦୁଝରରୁ ୭୨, କନ୍ଧମାଳରୁ ୬୧, ଭଦ୍ରକରୁ ୬୦,  କୋରାପୁଟରୁ ୫୩, ବଲାଙ୍ଗୀରରୁ ୪୯, ମାଲକାନଗିରିରୁ ୪୬ ଏବଂ ଗଞ୍ଜାମରୁ ୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ ରାୟଗଡାରୁ ୪୨, ବୌଦ୍ଧରୁ ୩୮, ଦେବଗଡ଼ରୁ ୨୦, ଗଜପତିରୁ ୧୨ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧,୯୦,୦୮୦କୁ ବୃଦ୍ଧି ପାଇଛି।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories