www.samajalive.in
Saturday, December 6, 2025
26.1 C
Bhubaneswar

ସୁସ୍ଥ ହେଲେ ଆଉ ୪୫୮ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୮୭୦କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୪୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୮୭୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଅନୁଗୋଳରୁ ୪୮, ବଲାଙ୍ଗୀରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡ଼ରୁ  ୩୭, ମୟୂରଭଞ୍ଜରୁ ୩୫, କଟକ ଓ ନୂଆପଡାରୁ ୨୪ ଜଣ ଲେଖାଁଏ, ଜଗତସିଂହପୁରରୁ ୨୨, ଯାଜପୁର ଓ ପୁରୀରୁ ୧୯ ଜଣ ଲେଖାଁଏ ଓ ବାଲେଶ୍ବରରୁ ୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି କେନ୍ଦୁଝର ଓ ସମ୍ବଲପୁରରୁ ୧୪ ଜଣ ଲେଖାଁଏ, କେନ୍ଦ୍ରାପଡାରୁ ୧୨, କୋରାପୁଟରୁ ୧୧, କଳାହାଣ୍ଡି ଓ ମାଲକାନଗିରିରୁ ୮ ଜଣ ଲେଖାଁଏ, ଭଦ୍ରକ, ଦେବଗଡ଼, ନବରଙ୍ଗପୁର ଓ ନୟାଗଡ଼ରୁ ୭ ଜଣ ଲେଖାଁଏ, ଗଞ୍ଜାମ ଓ ଝାରସୁଗୁଡାରୁ ୬ ଜଣ ଲେଖାଁଏ, ଢେଙ୍କାନାଳାରୁ ୫, ବରଗଡ଼ରୁ ୩, ବୌଦ୍ଧ, ରାୟଗଡ଼ା ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ କନ୍ଧମାଳରୁ ଜଣେ  ଏବଂ ଷ୍ଟେଟ୍ ପୁଲରୁ ୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ  ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୮୭୦କୁ ବୃଦ୍ଧି ପାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories