www.samajalive.in
Monday, December 8, 2025
20.1 C
Bhubaneswar

ଆଉ ୬୨୪୦ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ଆଉ ୬୨୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ମୋଟ ଆରୋଗ୍ୟ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୫୨, କଟକରୁ ୫୦୪, ଯାଜପୁରରୁ ୪୧୩, ଅନୁଗୋଳରୁ ୩୭୨, ଭଦ୍ରକରୁ ୩୬୬, ନୟାଗଡ଼ରୁ ୩୫୧, ମୟୂରଭଞ୍ଜରୁ ୩୨୭, ପୁରୀରୁ ୩୨୧, ଢେଙ୍କାନାଳରୁ ୩୦୫, କେନ୍ଦ୍ରାପଡ଼ାରୁ ୨୫୩ ଏବଂ ବୌଦ୍ଧରୁ ୨୪୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ସେହିପରି ଜଗତସିଂହପୁର ୨୩୯, ବାଲେଶ୍ୱରରୁ ୧୯୫, କେନ୍ଦୁଝରରୁ ୧୩୫, କୋରାପୁଟରୁ ୧୩୪, ସମ୍ବଲପୁରରୁୁ ୧୩୧, ରାୟଗଡାରୁ ୧୧୭, ନବରଙ୍ଗପୁରରୁ ୧୧୩, ସୁନ୍ଦରଗଡରୁ ୧୦୮, ବରଗଡ଼ ଓ ମାଲକାନଗିରିରୁ ୯୮ ଜଣ ଲେଖାଁଏ, ଗଞ୍ଜାମରୁ ୬୯, ସୁବର୍ଣ୍ଣପୁରରୁ ୬୮, ବଲାଙ୍ଗୀରରୁ ୬୫, କନ୍ଧମାଳରୁ ୫୨ ଓ କଳାହାଣ୍ଡିରୁ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଅନ୍ୟପକ୍ଷରେ ଝାରସୁଗୁଡାରୁ ୩୪, ଗଜପତିରୁ ୩୦, ଦେବଗଡ଼ରୁ ୨୮, ନୂଆପଡ଼ାରୁ ୨୪ ଏବଂ ଷ୍ଟେଟ ପୁଲରୁ ୧୪୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହ ରାଜ୍ୟରେ ଏଯାବତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯ରେ ପହଞ୍ଚିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories