www.samajalive.in
Saturday, December 6, 2025
14.1 C
Bhubaneswar

ଆଉ ୭୭୨ କରେନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟ ସଂଖ୍ୟା ୨୦,୫୧୭କୁ ବୃଦ୍ଧି

ଭୁବନେଶ୍ୱର : ଶୁକ୍ରବାର ରାଜ୍ୟରୁ ଆଉ ୭୭୨ କରେନା ଆକ୍ରାନ୍ତ ସୁସ୍ଥହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟ ସଂଖ୍ୟା ୨୦,୫୧୭କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଗଞ୍ଜାମରୁ ସର୍ବାଧିକ ୨୧୨, କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗଡାରୁ ୩୧, ଗଜପତିରୁ ୨୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୪, ଯାଜପୁରରୁ ୨୧ ଓ କଳାହାଣ୍ଡିରୁ ୨୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

- Advertisement -

ସେହିପରି ନବରଙ୍ଗପୁରରୁ ୧୯, ମୟୂରଭଞ୍ଜରୁ ୧୮, କନ୍ଧମାଳରୁ ୧୪, ମାଲକାନଗିରିରୁ ୧୨ ଓ ସମ୍ବଲପୁରରୁ ୧୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଭଦ୍ରକ, କେନ୍ଦ୍ରାପଡା ଓ ପୁରୀରୁ ୧୦ଜଣ ଲେଖାଏଁ, ବରଗଡ଼ରୁ ୬, ବଲାଙ୍ଗୀରରୁ ୫, ବାଲେଶ୍ୱରରୁ ୪, ବୌଦ୍ଧ, ଜଗତସିଂହପୁର ଓ ଝାରସୁଗୁଡାରୁ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories