www.samajalive.in
Saturday, December 13, 2025
21.1 C
Bhubaneswar

ସୁସ୍ଥ ହେଲେ ଆଉ ୮୩୭ କରୋନା ଅକ୍ରାନ୍ତ : ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୨ ହଜାର ୫୭୦କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୮୩୭ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୫୭୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ନୂଆପଡ଼ାରୁ ସର୍ବାଧିକ ୧୯୪, ଖୋର୍ଦ୍ଧାରୁ ୧୦୪, ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪, ଝାରସୁଗୁଡ଼ାରୁ ୩୨, କଟକରୁ ୩୦, ସମ୍ବଲପୁରରୁ ୨୮, ଗଞ୍ଜାମରୁ ୨୬, ମୟୂରଭଞ୍ଜ, ପୁରୀ ଓ ରାୟଗଡାରୁ ୨୪ ଜଣ ଲେଖାଁଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି ନବରଙ୍ଗପୁରରୁ ୨୩, ବରଗଡ଼ରୁ ୨୧, ଅନୁଗୋଳ ଓ ସୁବର୍ଣ୍ଣପୁରରୁ ୧୭ ଜଣ ଲେଖାଁଏ, ଯାଜପୁର ଓ କେନ୍ଦୁଝରରୁ ୧୬ଜଣ ଲେଖାଁଏ, ବାଲେଶ୍ବରରୁ ୧୩, ବଲାଙ୍ଗୀରରୁ ୧୨, କୋରାପୁଟରୁ ୧୧, ଭଦ୍ରକ ଓ ନୟାଗଡରୁ ୯ ଜଣ ଲେଖାଁଏ, ଦେବଗଡରୁ ୬, ଢେଙ୍କାନାଳରୁ ୪, ଜଗତସିଂହପୁରରୁ ୩, କନ୍ଧମାଳରୁ ୨  ଓ ମାଲକାନଗିରିରୁ ଜଣେ ଏବଂ ଷ୍ଟେଟ ପୁଲରୁ ୨୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୫୭୦ରେ ପହଞ୍ଚିଛି ।

 

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories