www.samajalive.in
Saturday, December 6, 2025
19.1 C
Bhubaneswar

ଆଉ ୮୫୪୭ କରୋନା ଅକ୍ରାନ୍ତ ସୁସ୍ଥ : ଆରୋଗ୍ୟ ସଂଖ୍ୟା ୪ ଲକ୍ଷ ୭୩ ହଜାର ୬୮୦କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ବୁଧବାର ଆଉ ୮୫୪୭ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୬୮୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ​  ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୬୫, କଟକରୁ ୫୯୩, ସୁନ୍ଦରଗଡ଼ରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡ଼ରୁ ୪୩୬, ନୂଆପଡ଼ାରୁ ୪୧୧, ପୁରୀରୁ ୪୦୨, ଭଦ୍ରକରୁ ୩୫୦, ଅନୁଗୋଳରୁ ୩୪୨, ରାୟଗଡାରୁ ୩୩୭ ଓ ଝାରସୁଗୁଡ଼ାରୁ ୩୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

- Advertisement -

ସେହିପରି ବଲାଙ୍ଗୀରରୁ ୩୦୫, ନବରଙ୍ଗପୁରରୁ ୨୬୪, ନୟାଗଡରୁ ୨୩୯, ଗଞ୍ଜାମରୁ ୨୩୬, କଳାହାଣ୍ଡିରୁ ୨୩୫, ମୟୂରଭଞ୍ଜରୁ ୧୯୦, ବାଲେଶ୍ବରରୁ ୧୭୮, ସୁବର୍ଣ୍ଣପୁରରୁ ୧୭୩, ଜଗତସିଂହପୁରରୁ ୧୪୫,  କେନ୍ଦ୍ରାପଡାରୁ ୧୩୩, ଗଜପତିରୁ ୧୨୩, କୋରାପୁଟରୁ ୧୦୯,  ଯାଜପୁରରୁ ୧୦୫, କେନ୍ଦୁଝରରୁ ୧୦୩ ଏବଂ ଢେଙ୍କାନାଳରୁ ୮୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ଅନ୍ୟ ପକ୍ଷରେ କନ୍ଧମାଳରୁ ୫୯, ଦେବଗଡରୁ ୫୫, ମାଲକାନଗିରିରୁ ୪୬, ବୌଦ୍ଧରୁ ୩୫ ଏବଂ ଷ୍ଟେଟ ପୁଲରୁ ୨୫୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୪ ଲକ୍ଷ୍ୟ ୭୩ ହଜାର ୬୮୦ ରେ ପହଞ୍ଚିଛି।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories