www.samajalive.in
Sunday, December 14, 2025
26.1 C
Bhubaneswar

ଅଧୀକ୍ଷଣ ଯନ୍ତ୍ରୀଙ୍କ ବିପୁଳ ସମ୍ପତ୍ତି ଠାବ

ସମାଜ ଡିଜିଟାଲ ଡେସ୍କ: ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ବିପୁଳ ସମ୍ପତ୍ତି ଠାବ ହୋଇଛି । ଯନ୍ତ୍ରୀଙ୍କ ୨ଟି କୋଠା, ୨ଟି ଫ୍ଲାଟ୍‍, ୪ଟି ପ୍ଲଟ୍‍ ଠାବ କରିଛି ଭିଜିଲାନ୍ସ ଟିମ୍‍ । ସୁନ୍ଦରଗଡରେ ୩ମହଲା ଓ ରାଉରକେଲାରେ ୨ମହଲା କୋଠା ଠାବ ହୋଇଛି । ଭୁବନେଶ୍ୱର ଘାଟିକିଆରେ ଯନ୍ତ୍ରୀଙ୍କର ରହିଛି ୨ଟି ଫ୍ଲାଟ୍‍ । ଏହାସହିତ ଗଞ୍ଜାମ ପୁରୁଷୋତ୍ତମ, ସୁନ୍ଦରଗଡ ଓ ରାଉରକେଲାରେ ୪ଟି ପ୍ଲଟ୍‍ ଠାବ ହୋଇଥିବା ବେଳେ ନଗଦ ୧ଲକ୍ଷ ୨୫ହଜାର ଟଙ୍କା ଏବଂ ବ୍ୟାଙ୍କ ଜମା ରାଶିର ତଦନ୍ତ କରୁଛି ଭିଜିଲାନ୍ସ । ସୋମବାର ସକାଳୁ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ୮ଟି ଠିକଣାରେ ଚଢାଉ କରିଛି ଭିଜିଲାନ୍ସ । ଆୟଠାରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories