www.samajalive.in
Thursday, December 11, 2025
27.1 C
Bhubaneswar

୨୦,୦୩୬ ନୂଆ ଆକ୍ରାନ୍ତ ଚିହ୍ନଟ, ୨୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ :  ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବାବେଳେ ଗତ  ୨୪ ଘଣ୍ଟା ମଧ୍ୟରେ ଆଉ ୨୦,୦୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୨,୮୬,୭୧୦ରେ ପହଞ୍ଚିଛି। ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୫୪,୨୫୪ ରହିଛି।

ସେହିପରି ଦେଶରେ କରୋନା ଜନିତ ଆରୋଗ୍ୟ ସଂଖ୍ୟା ୯୮,୮୩,୪୬୧କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ  ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୬ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ, ଫଳରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧, ୪୮, ୯୯୪କୁ ବୃଦ୍ଧି ପାଇଛି।

Hot this week

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

Related Articles

Popular Categories