www.samajalive.in
Saturday, December 6, 2025
14.1 C
Bhubaneswar

ଆଉ ଜଣେ ପାକିସ୍ତାନୀ ଆତଙ୍କୀର ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ: ଆଉ ଜଣେ ପାକିସ୍ତାନୀ ଆତଙ୍କବାଦୀର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଖାଇବର ପଖତୁନଖ୍ବାର ଆବୋଟାବାଦରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ତେହରିକ୍ ଉଲ୍ ମୁଜାହିଦ୍ଦିନର ଶେଖ୍ ଜମିଲ୍ ଉର୍ ରେହମାନ୍ ବୋଲି ଜଣାପଡିଛି। ତେହରିକ୍ ଜାମ୍ମୁ କାଶ୍ମୀରର ଏକାଧିକ ଆତଙ୍କବାଦୀ ଆକ୍ରମଣରେ ସାମିଲ ଥିଲା। ଗତ କିଛି ମାସ ମଧ୍ୟରେ ୪ରୁ ୫ ଆତଙ୍କବାଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହେଲାଣି। ଗତ ମାସ ମୁମ୍ବାଇ ଆକ୍ରମଣର ମୁଖ୍ୟ ଷଡଯନ୍ତ୍ରକାରୀ ଆଜମ ଚିମାରର ମୃତ୍ୟୁ ହୋଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories