www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ ଯୋଗୁଁ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ ଯୋଗୁଁ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୨୩ ତାରିଖ ରାତିରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ୨୩ ତାରିଖରୁ ରାଜ୍ୟର କେତକ ଜିଲ୍ଲାରେ ବର୍ଷା ହେବ । ୨୫ ତାରିଖ ବେଳକୁ ଅଳ୍ପ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କର ବର୍ଷା ହୋଇପାରେ ।

ପୂର୍ବରୁ ରାଜ୍ୟରେ ପଶ୍ଚିମା ଝଡ ଯୋଗୁଁ ଘଡ ଘଡି ସହ ବର୍ଷା ହୋଇଥିଲା । କେତକ ସ୍ଥାନରେ ପ୍ରବଳ କୁଆ ପଥର ବର୍ଷା ହୋଇଥିଲା । ପଶ୍ଚିମା ଝଡର ପ୍ରଭାବ କମିଲେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories