www.samajalive.in
Monday, December 15, 2025
27.1 C
Bhubaneswar

ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍‍

ସମାଜ ଡିଜିଟାଲ ଡେସ୍କ: ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ୍‍ ସିଷ୍ଟମ୍‍ । ଏନେଇ ବିଚାର କରାଯାଉଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଣ୍ଟିଡ୍ରୋନ୍‍ ଟେକ୍ନୋଲୋଜି ଲଗାଯିବା ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଏହି ସିଷ୍ଟମ୍‍ ଲାଗିବା ଦ୍ୱାରା ଶ୍ରୀମନ୍ଦିର ଉପରେ କିମ୍ବା ଚାରିପାଶ୍ୱର୍ରେ କେଉଁଠି ବି ଡ୍ରୋନ୍‍ ଉଡିବା ମାତ୍ରେ ଏହାକୁ ଖସାଇ ଦିଆଯାଇ ପାରିବ । ଏଥିାପଇଁ ଆବଶ୍ୟକ ପଡିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories