www.samajalive.in
Sunday, December 14, 2025
19.1 C
Bhubaneswar

ବାଲିଯାତ୍ରାକୁ ଆସିବେ ଅନୁ ମଲ୍ଲିକ ଓ ସଚିନ ଦୁବେ

କଟକ : ଐତିହାସିକ ବାଲିଯାତ୍ରାରେ ଗତବର୍ଷ ପରି ଚଳିତବର୍ଷ ୪ଦିନ ବଲିଉଡ କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦେଶକ ତଥା କଣ୍ଠଶିଳ୍ପୀ ଅନୁ ମଲ୍ଲିକ ଓ ସଚିନ ଦୁବେ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ଏହି ଦୁଇ କଳାକାରଙ୍କ ସହିତ ବଲିଉଡର ଆଉ ୨ଜଣ ପ୍ରସିଦ୍ଧ କଳାକାର ବାଲିଯାତ୍ରାର ସାଂସ୍କୃତିକ ସନ୍ଧ୍ୟାରେ କାର୍ଯ୍ୟକ୍ରମ ପରିବେଷଣ କରିବେ। ଓଲିଉଡର ବହୁ କଣ୍ଠଶିଳ୍ପୀ ମଧ୍ୟ ବାଲିଯାତ୍ରାରେ ସଙ୍ଗୀତ ପରିବେଷଣ କରିବାକୁ ସ୍ୱୀକୃତି ପ୍ରଦାନ କରିଥିବା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories