www.samajalive.in
Monday, December 8, 2025
13.1 C
Bhubaneswar

ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ; ଥାନାରେ ଏତଲା

କଟକ : ବିଜେଡି ସାଂସଦ ତଥା କେନ୍ଦ୍ରାପଡ଼ା ବିଜେଡି ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ମଙ୍ଗଳବାର ହତ୍ୟା ଧମକ ମିଳିଛି । ୧୦ଲକ୍ଷ ଟଙ୍କା ନଦେଲେ ହତ୍ୟା କରାଯିବ କେହି ଦୁର୍ବୃତ୍ତ ତାଙ୍କୁ ମେସେଜ କରିଛି  । ଏକ ଅଜଣା ହ୍ୱାଟସଆପ ନମ୍ବରରୁ ଏହି ମେସେଜ ଆସିଛି । ଏନେଇ ଅନୁଭବ ମହାନ୍ତି ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories