www.samajalive.in
Friday, December 12, 2025
14.1 C
Bhubaneswar

ଅନୁଭବଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ମହିଳାଙ୍କ ଥାନାରେ ଧାରଣା

ଭୁବନେଶ୍ବର : ଅଭିନେତା ତଥା ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ମହିଳା ନ୍ୟାୟ ପାଇବା ଦାବିରେ ରବିବାର ପୁରୀଘାଟ ଥାନା ସାମ୍ମୁଖରେ ଧାରଣାରେ ବସିଛନ୍ତି । ଅଭିଯୋଗ କରିବାର ଏକ ମାସ ବିତି ଯାଇଥିଲେ ମଧ୍ୟ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନଥିବା ପ୍ରତିବାଦରେ ସେ ଧାରଣା ଦେଇଥିବା କହିଛନ୍ତି।

ସୂଚନାଯୋଗ୍ୟ, ଅଭିନେତା ତଥା ବିଜେଡି ସାଂସଦ ଅନୁଭବ, ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ଭାଇ ଅନୁପ୍ରାସ ମହାନ୍ତି ଉକ୍ତ ମହିଳାଙ୍କୁ ଅସଦାଚରଣ ସହ ଦୁର୍ବ୍ୟବହାର କରିଥିଲେ ବୋଲି ପ୍ରାୟ ଏକ ମାସ ପୂର୍ବେ ସେ ଅଭିଯୋଗ କରିଥିଲା । ଏପରିକି ନ୍ୟାୟ ଭିକ୍ଷା କରି ନବୀନ ନିବାସ ସମ୍ମୁଖରେ ସେ ଧାରଣା ମଧ୍ୟ ଦେଇଥିଲେ । ପୁଲିସ ତାଙ୍କୁ ସେଠାରୁ ଉଠାଇ ନେଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories