www.samajalive.in
Saturday, December 6, 2025
23.1 C
Bhubaneswar

ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର: ଦିଲ୍ଲୀ ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା ଅନୁଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା କହିଛନ୍ତି ଅନୁଭବ। ଦଳରେ ମିଶିବା ପରେ ଅନୁଭବ କେଉଁଠୁ ଲଢିବେ ତାହା ଉପରେ ନଜର ରହିଛି। ନିଜ ପାରିବାରିକ ବିବାଦକୁ ନେଇ ବିବାଦରେ ଥିଲେ ଅନୁଭବ। ଏଥିପାଇଁ ବିଜେଡି ପକ୍ଷରୁ ତାଙ୍କୁ ଷ୍ଟାର ପ୍ରଚାରକ ତାଲିକାରୁ ବାଦ ଦିଆଯାଇଥିଲା।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories