www.samajalive.in
Saturday, December 6, 2025
23.1 C
Bhubaneswar

ପୁଣି ଅଡୁଆରେ ଅନୁଭବ….

କଟକ: ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷାଙ୍କ ନିର୍ଯ୍ୟାତନା ମାମଲା। ସାଂସଦ ଅନୁଭବ ମହାନ୍ତିଙ୍କ ପାଇଁ ପୁଣି ଥରେ ଅଡୁଆ ବଢିଛି । କଟକ ଜେଏମଏଫସି କୋର୍ଟରେ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ ହୋଇଛି। ଅଭିଯୋଗକୁ ମିଥ୍ୟା ଦର୍ଶାଇ ଅନୁଭବ ଡିସ୍‌ଚାର୍ଜ ପିଟିସନ୍ ଦାୟର କରିଥିଲେ। ମେ ୧୦ ତାରିଖରେ ଚାର୍ଜଫ୍ରେମ୍ ପାଇଁ ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନୁଭବ ନିର୍ଯ୍ୟାତନା ଦେଉଥିବା ନେଇ ବର୍ଷା କଟକ ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ। ଏବେ ଏହି ମାମଲା କୋର୍ଟରେ ବିଚାରଧୀନ ରହିଛି। ଏହି ମାମଲାର ଶୁଣାଣି କରି କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories