www.samajalive.in
Monday, December 8, 2025
20.1 C
Bhubaneswar

ଅନୁଭବ-ବର୍ଷା ବିବାଦ: ଦିଲ୍ଲୀରେ ନୁହେଁ କଟକରେ ଚାଲିବ ମାମଲା

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ନୁହେଁ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିବ। କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଆଜିର ଶୁଣାଣି ପରେ ଏନେଇ ସୂଚନା ଦେଇଛନ୍ତି ବର୍ଷାଙ୍କ ଓକିଲ କୃଷ୍ଣା କୁମାର।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦକୁ ନେଇ ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଶୁଣାଣି ପାଇଁ ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

- Advertisement -

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories