www.samajalive.in
Monday, December 8, 2025
24.1 C
Bhubaneswar

ଭୁଜାଲି ମାଡରେ ଦୁଇ ଭାଇ ଗୁରୁତର

ଭୁଜାଲି ମାଡରେ ଦୁଇ ଭାଇ ଗୁରୁତର
ଅନୁଗୋଳ: ଅନୁଗୋଳ ସହରର ହରିମଉରୀ ଛକ ଠାରେ ଦୁଇ ଗୋଷ୍ଠୀ ଗଣ୍ଡଗୋଳ । ଗଣ୍ଡଗୋଳ ବେଳେ ଭୁଜାଲି ମାଡରେ ଦୁଇ ଭାଇ ଗୁରୁତର ହୋଇଛନ୍ତି ।

ଗୁରୁତର ଦୁଇ ଭାଇ ହେଲେ ସୌରଭ ବାସାକ ଏବଂ ସୌଭାଗ୍ୟ ବାସାକ । ଏମାନଙ୍କ ମଧ୍ୟରୁ ସୌଭାଗ୍ୟଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ତେବେ ଏହି ଗଣ୍ଡଗୋଳ ଏବଂ ଆକ୍ରମଣର କାରଣ ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଆମ୍ବୁଲାନ୍ସ ଗାଡି ବେପାରକୁ ନେଇ ଏହି ଗଣ୍ଡଗୋଳ ହୋଇଥିବା ସନ୍ଦେହ କରାଯାଉଛି ।

- Advertisement -

ତେବେ ଏହି ଦୁଇଭାଇଙ୍କୁ ଆକ୍ରମଣ କରିଥିବା ଗୋଷ୍ଠୀଙ୍କ ମଧ୍ୟରୁ ଜଣେ ଯୁବକ ମଧ୍ୟ ଆହତ ହୋଇଥିବା ଜଣା ପଡ଼ିଛି । ଅନୁଗୋଳ ଟାଉନ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Hot this week

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

Related Articles

Popular Categories