www.samajalive.in
Thursday, December 11, 2025
16.1 C
Bhubaneswar

ଭାଇଭଉଣୀଙ୍କୁ ଗୁଳିମାଡ଼, ଗୁରୁତର ଭାବେ ଉଭୟଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତର

ଅନୁଗୁଳ: କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଶୋଇଥିବାବେଳେ ଭାଇଭଉଣୀଙ୍କୁ ଗୁଳିମାଡ଼ କରାଯାଇଥିବା ସୂଚନା ମିଳିଛି। କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗାଁରେ ଗୁଳିମାଡ଼ରେ ୧୧ ବର୍ଷୀୟ ଭାଇ ଓ ୧୫ ବର୍ଷୀୟ ଭଉଣୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ଉଭୟଙ୍କୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories