www.samajalive.in
Sunday, December 7, 2025
23.1 C
Bhubaneswar

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ; ୨ ମୃତ

ଅନୁଗୁଳ : ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସକାଳ ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣଙ୍କର ଓ ଚିକିତ୍ସିତ ଅବସ୍ଥ।।ରେ ଅନ୍ୟ ଜଣଙ୍କ ମୃତ୍ୟୁ ଘଟିଛି । ମୃତ, ଆହତଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଚିନ୍ତା ବଢାଇଲା ; ପୁଣି ବଢିଲା ସୁନା ଦାମ୍‌, ଜାଣନ୍ତୁ କେତେ

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories