www.samajalive.in
Sunday, December 7, 2025
16.1 C
Bhubaneswar

ଅଟୋ ଉପରେ ମାଡିଗଲା କାର୍‌ ; ୫ ଗୁରୁତର

ଅନୁଗୁଳ : ଅନୁଗୁଳରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଅଟୋ ଉପରେ କାର୍‌ ମାଡି ଯିବା ଫଳରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସଦରଥାନା ଖଣ୍ଡହତା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋଟି ପାଣି କାଦୁଅରେ ପୋତି ହୋଇଯାଇଛି, ତା’ଉପରେ କାର୍‌ଟି ରହିଛି। ଖବର ପାଇ ପୁଲିସ, ଉଦ୍ଧାରକାରୀ ଦଳ ପହଞ୍ଚି ଓ ସ୍ଥାନୀୟଲୋକେ ପାଣି କାଦୁଅ ଭିତରୁ ଆହତଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଟ୍ରମ୍ପ ହେଲେ ‘ବିଫଳ’ ; କହିଲେ ମୋ ପାଇଁ ସବୁଠାରୁ କଠିନ ଚ୍ୟାଲେଞ୍ଜ

- Advertisement -

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories