www.samajalive.in
Sunday, December 7, 2025
16.1 C
Bhubaneswar

ଇନଭଟର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯୁବକ ମୃତ

ଅନୁଗୁଳ: ଇନଭଟର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସୁଚନା ମୁତାବକ ଅନୁଗୁଳ ଜିଲ୍ଲା ଗୋପାଳପ୍ରଶାଦ ଥାନା ଅନ୍ତର୍ଗତ କଳମଛୁଇଁ ଗ୍ରାମର ବୁଲା ବେହେରାଙ୍କ ପୁଅ କାଳନ୍ଦୀ ବେହେରା (୩୭) ଆଜି ସକାଳ ୮ଟା ସମୟରେ ଘରେ ଥିବା ଇନଭଟରରେ କାମ କରୁଥିବା ବେଳେ ବିଦ୍ୟୁତ ଝଟକା ମାରିଥିଲା ଯାହା ଫଳରେ କାଳନ୍ଦୀଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିଲା। ଘରଲୋକେ ଏକ କାରରେ କାଳନ୍ଦୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଜିଏସଟି ପ୍ରଭାବ.. ୭୨,୦୦୦ ଟଙ୍କା ଶସ୍ତା ହେଲା; ଟାଟା ଟିଆଗୋ ଉପରେ ମିଳିବ ଜବରଦସ୍ତ ରିହାତି

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories