www.samajalive.in
Sunday, December 7, 2025
14.1 C
Bhubaneswar

କାରକୁ ଧକ୍କା ଦେଲା ଟ୍ରକ, ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଅନୁଗୋଳ : ଅନୁଗୋଳ ଜିଲା ତାଳଚେର ନୁଆଁପଡା ୧୪୯ନଂ ଜାତୀୟ ରାଜପଥ ନିକଟରେ କାରକୁ ଏକ ଟ୍ରକ ଧକ୍କା ଦେଇଥିବା ଜଣାପଡିଛି। କାରରେ ଥିବା ୫ଜଣ ଯାତ୍ରୀ ଅଳ୍ପକେ ବଞ୍ଚିଯାଇଛନ୍ତି।  ସ୍ଥାନୀୟ ଲୋକ ପହଞ୍ଚି କାର୍ ଭିତରେ ଥିବା ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । କାର ଭିତରେ ଥିବା ୫ ଜଣ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories