ଓସ୍କାର ଦୌଡ଼ରେ ‘ଅନୁଜା’

ନୂଆଦିଲ୍ଲୀ: ସମ୍ମାନଜନକ ଓସ୍କାର-୨୦୨୫ ଦୌଡ଼ରେ ‘ଅନୁଜା’ ସାମିଲ ହୋଇଛି। ଗୁନୀତ ମୋଙ୍ଗା ଓ ପ୍ରିୟଙ୍କା ଚୋପ୍ରା ପ୍ରଯୋଜିତ ‘ଅନୁଜା’ ଚଳଚ୍ଚିତ୍ର ବେଷ୍ଟ ଲାଇଭ ଆକ୍ସନ ସର୍ଟ ଫିଲ୍ମ ବର୍ଗରେ ମନୋନୀତ ହୋଇଛି। ଆମେରିକୀୟ-ହିନ୍ଦୀଭାଷୀ ସର୍ଟ ଫିଲ୍ମ ହେଉଛି ‘ଅନୁଜା’, ଯାହା ୯ ବର୍ଷୀୟ ଝିଅର ସଂଘର୍ଷମୟ କାହାଣୀ ଉପରେ ଆଧାରିତ।

kalyan agarbati

Comments are closed.