www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ

ଛତିଶଗଡ : ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ। ଏନେଇ ଆଜି ଛତିଶଗଡ ରାୟଗଡ ସେସନ୍ସ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି। ବହୁ ଚର୍ଚ୍ଚିତ କଳ୍ପନା ଦାସ ଓ ଝିଅ ବବ୍‍ଲି ହତ୍ୟା ଘଟଣାରେ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ ଦିଆଯାଇଛି। ଅନ୍ୟତମ ଅଭିଯୁକ୍ତ ଅନୁପ ସାଏଙ୍କ ଗାଡି ଚାଳକ ବର୍ଦ୍ଧନ ଟପ୍ପୋ ନିର୍ଦ୍ଦୋଷରେ ଖଲାସ କରାଯାଇଛି।
୨୦୧୬ରେ ଚକ୍ରଧରପୁର ଅଞ୍ଚଳରୁ କଳ୍ପନା ଦାସ ଓ ଝିଅ ବବ୍‍ଲିଙ୍କ ମୃତଦେହ ମିଳିଥିଲା। ଉଭୟଙ୍କୁ ହତ୍ୟା ପରେ ଗାଡି ମଡାଇ ଦିଆଯାଇଥିବା ଜଣାପଡିଥିଲା। ଏହି ଘଟଣାରେ ୨୦୨୦ରେ ଅନୁପ ଓ ବର୍ଦ୍ଧନଙ୍କୁ ଗିରଫ କରାଯାଇଥିଲା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories