ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ଓ କଂଗ୍ରେସ ବ୍ୟାଙ୍କ ଆକାଉଣ୍ଟ ଅଚଳ ପ୍ରସଙ୍ଗ – ବିଦେଶୀ ସରକାରଙ୍କ ମନ୍ତବ୍ୟକୁ ନେଇ ଭାରତ କ୍ଷୁବ୍ଧ

ଡେସ୍କ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଯେଉଁ ଭଳି ପରିସ୍ଥିତିରେ ଗିରଫ କରାଗଲା ଓ ନିର୍ବାଚନ ସମୟରେ ଆୟକର ବିଭାଗ ପକ୍ଷରୁ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟ ଉପରେ ପ୍ରତିବନ୍ଧକ ଜାରି କରିବା ନେଇ ଆମେରିକା ଓ ଜର୍ମାନ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟକୁ ନେଇ ଭାରତ କଡା ପ୍ରତିକ୍ରିୟା ପ୍ରକାଶ କରିଛି। ଏ ନେଇ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଉଭୟ ଦେଶର ରାଷ୍ଟ୍ରଦୂତଙ୍କୁ ଡକାଇ ଅସନ୍ତୋଷ ପ୍ରକାଶ କରିବା ସହ ଏହା ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ ବୋଲି କୁହାଯାଇଛି। … Continue reading ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ଓ କଂଗ୍ରେସ ବ୍ୟାଙ୍କ ଆକାଉଣ୍ଟ ଅଚଳ ପ୍ରସଙ୍ଗ – ବିଦେଶୀ ସରକାରଙ୍କ ମନ୍ତବ୍ୟକୁ ନେଇ ଭାରତ କ୍ଷୁବ୍ଧ