www.samajalive.in
Monday, December 8, 2025
27.1 C
Bhubaneswar

ଆପାର୍ଟମେଣ୍ଟରେ ନିଆଁ : ସର୍ଟସର୍କିଟ୍ ରୁ ଅଗ୍ନିକାଣ୍ଡ ସୂଚନା

କଟକ : କଟକରେ ଅଗ୍ନିକାଣ୍ଡ । ପିଠାପୁର ମୁନ ଲାଇଟ ଲେନରେ ଥିବା ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟିଛି।  ବାଣ କିମ୍ବା ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଆପାର୍ଟମେଣ୍ଟର ପ୍ରଥମ ମହଲା ର ଦୁଇଟି ବଖରା ରେ ଥିବା ଆସବାବପତ୍ର ଓ ଦୋକାନ ର କିଛି ସାମଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବା ନେଇ ଆକଳନ କରଯାଇଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗର ର ଦୁଇଟି ଟିମ ପହଁଞ୍ଚି ନିଆଁ କୁ ଆୟତ୍ତ କରିଛନ୍ତି।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories