www.samajalive.in
Saturday, December 6, 2025
16.1 C
Bhubaneswar

କଣ୍ଟାବାଞ୍ଜି ପ୍ରଧାନମନ୍ତ୍ରୀ କୌଶଳ କେନ୍ଦ୍ର ତରଫରୁ ନିଯୁକ୍ତି ମେଳା

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ସ୍ଥିତ ପ୍ରଧାନମନ୍ତ୍ରୀ କୋଶଳ କେନ୍ଦ୍ର ଡାଟା ପ୍ରୋ, କଣ୍ଟାବାଞ୍ଜି ଶାଖା ତରଫରୁ ପ୍ରଧାନମନ୍ତ୍ରୀ ଜାତୀୟ ବୈଷୟିକ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ୨୨୩ ଜଣ ଛାତ୍ରଛାତ୍ରୀ ପଞ୍ଜିକୃତ ହୋଇଥିବା ବେଳେ ୧୫୪ଜଣ ଚୟନ କରାଯାଇଥିବା ପ୍ରଧାନମନ୍ତ୍ରୀ କୌଶଳ କେନ୍ଦ୍ରର ଲୋକ ସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ପ୍ରକାଶ। ନିଯୁକ୍ତି ମେଳାରେ ନାମିଦାମୀ ୪ଟି କମ୍ପାନୀ ଭାଗ ନେଇ ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା କରି ନିଯୁକ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଟ୍ରେଡ ଅନୁଯାୟୀ ଉକ୍ତ ମେଳାରେ ଏନଏସଡିସି ରାଜ୍ୟ ନିଯୁକ୍ତି ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଆଞ୍ଚଳିକ ନିର୍ଦେଶକ ସୁଧାଂଶୁ ରାଉତରାୟ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ କୌଶଳ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ସହଯୋଗ କରି ନିଯୁକ୍ତି ମେଳା ପରିଚାଳନା କରିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories