www.samajalive.in
Monday, December 15, 2025
26.1 C
Bhubaneswar

ରେଭେନ୍ସାରେ ଝାଡ଼ାବାନ୍ତି, ୫୦ ଛାତ୍ର ଅସୁସ୍ଥ

ସମାଜ ଡିଜିଟାଲ ଡେସ୍କ: ରେଭେନ୍ସା ବିଶ୍ଵବିଦ୍ୟାଳୟ ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ହଷ୍ଟେଲ ଖାଦ୍ୟ ଖାଇବା ପରେ ଛାତ୍ରମାନେ ଝାଡ଼ାବାନ୍ତିର ଶିକାର ହୋଇଥିବା କୁହାଯାଉଛି। ତେବେ ପ୍ରକୃତ କାରଣ ଜଣାପଡ଼ି ନାହିଁ। ଛାତ୍ରମାନଙ୍କ ଉପରେ କର୍ତ୍ତୃପକ୍ଷ ନଜର ରଖିଥିବା କହିବା ସହିତ କାହିଁକି ସେମାନେ ଅସୁସ୍ଥ ହେ​‌ଲେ ତାହାର ଯାଞ୍ଚ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories