www.samajalive.in
Friday, December 5, 2025
20.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ଅରବିନ୍ଦ ଢାଲି: ମୁଖ୍ୟମନ୍ତ୍ରୀଙ୍କୁ ପଠାଇଲେ ଇସ୍ତଫାପତ୍ର

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ଜୟଦେବ ବିଧାୟକ ଅରବିନ୍ଦ ଢାଲି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଶୁକ୍ରବାର ରାତିରୁ ଇସ୍ତଫା ପତ୍ର ଇ-ମେଲ୍‍ କରିଥିବା କହିଛନ୍ତି। ଦଳରେ ଅସନ୍ତୁଷ୍ଟ ଥିବାରୁ ଦଳ ଛାଡିଛନ୍ତି ଅରବିନ୍ଦ ଢାଲି। ସାଧାରଣ ନିର୍ବାଚନ ପୂର୍ବରୁ ଅରବିନ୍ଦ ବିଜେଡି ଛାଡିଥିବା ବେଳେ ରବିବାର ବିଜେପିରେ ସାମିଲ ହେବେ ବୋଲି କହିଛନ୍ତି। ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା ଅରବିନ୍ଦ ଢାଲି ୬ ଥର ବିଧାୟକ ରହିଛନ୍ତି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories