www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ଜେରା କରିବ ଇଡି

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି)ରେ ହାଜର ହେବେ। ଏହି ମାମଲାରେ ପୂର୍ବରୁ ସିବିଆଇ କେଜରିୱାଲଙ୍କୁ ଜେରା କରିଥିଲା। ଅବକାରୀ ନୀତି ଅନିୟମିତତାକୁ ନେଇ ସିସୋଦିଆଙ୍କୁ ସିବିଆଇ ଓ ଇଡି ଗିରଫ କରିଥିବା ବେଳେ ଆପ ସାଂସଦ ସଞ୍ଜୟ ସିଂଙ୍କୁ ଇଡି ପୂର୍ବରୁ ଗିରଫ କରିଛି।

https://samajalive.in/mohua-maitra/509406.html

- Advertisement -

 

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories