www.samajalive.in
Monday, December 8, 2025
27.1 C
Bhubaneswar

ସାପ କାମୁଡାରେ କାଉଡିଆର ମୃତ୍ୟୁ

ଆରଡି: ଅଧୁରା ରହିଲା ବାବା ଆଖଣ୍ଡଳମଣିଙ୍କ ପାଖରେ ଜଳଲାଗି। ଜଳଭାର ଧରି ମଣିବାବାଙ୍କ ପୀଠକୁ ଆସିଥିବା ଧାମନଗର ପାଟୁଳି ଅଞ୍ଚଳ  ହିମାଂଶୁ ମାଝି(୪୦)ଙ୍କୁ  ଗତ ରବିବାର ରାତିରେ ପୀଠର ପ୍ରବେଶପଥ ନିକଟରେ ଏକ ବିଷଧର ସାପ  କାମୁଡିଥିଲା। ଫଳରେ ହିମାଂଶୁ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ। ସାଥିରେ ଆସିଥିବା ଅନ୍ୟ କାଉଡିଆମାନେ ପ୍ରଥମେ ଆରଡି ମେଡିକାଲ ଓ ପରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ହିମାଂଶୁଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories