www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରାବଣ ତୃତୀୟ ସୋମବାରରେ ଆଖଣ୍ଡଳମଣିଙ୍କୁ ଜଳଲାଗି କଲେ  ୩୦ହଜାର   କାଉଡିଆ

ଆରଡି: ଶ୍ରାବଣମାସର  ୩ୟ ସୋମବାରରେ  ଆଖଣ୍ଡଳମଣିଙ୍କୁ ଜଳାଲାଗି କରିବା ପାଇଁ  ପୀଠରେ ୩୦ହଜାର କାଉଡିଆଙ୍କ ଭିଡ ଲାଗିଥିଲା।  କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଓ ପୁଲିସ ପକ୍ଷରୁ  ପୀଠରେ କଡା ସୁରକ୍ଷା ବ୍ଯବସ୍ଥା କରାଯାଇଛି। ସେହିପରି ପୀଠରେ ଥିବା ବୈତରଣୀ ଓ ସାଳନ୍ଦୀ ନଦୀର ତିନିତର, ମୁଆଁ, ଧାନଖଣିଆ   ୩ଟି ନଦୀଘାଟକୁ ଜଗି ରହିଥିଲେ   ଓଡ୍ରାଫଟିମ ଓ ଅଗ୍ନିଶମ ବାହିନୀ।
 ଭରାନଦୀରେ କାଉଡିଆଙ୍କ ଜଳପରିବହନ ଉପରେ ଗୁରୁତ୍ବ ଦିଆଯିବା ସହିତ ଡଙ୍ଗାରେ ଅଧିକ ସଂଖ୍ଯକ କାଉଡିଆ ପାରି ନକରିବାକୁ ୨ଜଣ ଅଧିକାରୀଙ୍କ ସହ ୩ପ୍ଲାଟୁନ ପୋଲି ଫୋର୍ସ ମୃତ୍ଯୟନ କରାଯାଇଥିଲା । ରବିବାର ଠାରୁ ମଣିବାବାଙ୍କ ଉପରେ ଜଳଲାଗି କରିଥିଲେ କାଉଡିଆ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories