www.samajalive.in
Monday, December 8, 2025
17.1 C
Bhubaneswar

ଆଖଣ୍ଡଳମଣିଙ୍କ ପୀଠରେ ଗଜଲକ୍ଷ୍ମୀ ପୂଜା

ଆରଡି: ଆଖଣ୍ଡଳମଣିଙ୍କ ପୀଠରେ  ପବିତ୍ର କୁମାର ଉତ୍ସବ ଠାରୁ ୪ଦିନ ବ୍ଯାପି ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି। ଶତାଧିକ ବର୍ଷର ପରମ୍ପରା ଅନୁଯାୟୀ ପୀଠରେ ୨ଟି ମେଢରେ ପୂଜା ପାଇ ଆସୁଛନ୍ତି ଗଜଲକ୍ଷ୍ମୀ। ଏଥିପାଇଁ ମା’ଙ୍କ ପୂଜାମଣ୍ଡପରେ ଘଟ ସ୍ଥାପନ ସହ ପାରମ୍ପରିକ ରୀତିନୀତି ଅନୁଯାୟୀ ଚାଲିଛି ପୂଜାର୍ଚ୍ଚନା। ପ୍ରତିଦିନ ମାଙ୍କ ନିକଟରେ ଶୋଡଷ ଉପଚାର ପୂଜା, ଚଣ୍ଡିପାଠ ସହ ଯଜ୍ଞ ଅନୁଷ୍ଠିତ ହୋଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories