www.samajalive.in
Saturday, December 6, 2025
26.1 C
Bhubaneswar

ସୁପ୍ରିମକୋର୍ଟ ଗଲା ଆପ, ରାତିରେ ଶୁଣାଣି ପାଇଁ ଆବେଦନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରର୍ବତ୍ତନ ବିଭାଗ ଗିରଫ ପରେ ଆମ୍ ଆଦମୀ ପାର୍ଟି ତରଫରୁ ରାତିରେ ଶୁଣାଣି ପାଇଁ ସୁପ୍ରିମ କୋର୍ଟରେ ଆବେଦନ କରାଯାଇଛି । ଦଳର ନେତ୍ରୀ ଆତିଶୀ ମାରଲେନା କହିଛନ୍ତି କି ପ୍ରର୍ବତ୍ତନ ବିଭାଗ ଦ୍ୱାରା ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଗରିଫଦାରୀକୁ ରଦ୍ଦ କରିବାକୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଛି। ଆଜି ରାତିରେ ଶୁଣାଣି କରିବାକୁ କୋର୍ଟଙ୍କ ନିକଟରେ ଆବେଦନ କରାଯାଇଛି ।
ଅପରପକ୍ଷରେ କେଜ୍ରିୱାଲଙ୍କ ଗିରଫକୁ ବିରୋଧ କରି ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଛକରେ ଆପ କର୍ମୀଙ୍କ ଧାରଣା ଦେଇଥିବା ସୂଚନା ମିଳିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories