www.samajalive.in
Friday, December 5, 2025
20.1 C
Bhubaneswar

ଇଡିରେ ହାଜର ହେଲେ ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ

ଭୁବନେଶ୍ଵର: ଇଡିରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ। ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଇଡିରେ ହାଜର ହୋଇଛନ୍ତି। ଆଜି ହାଜର ହେବା ପାଇଁ ଇଡି ସମନ କରିଥିଲା। ବିଭିନ୍ନ ପ୍ରକାର କାଗଜପତ୍ର ଦାଖଲ ପାଇଁ ସମନ ହୋଇଛି।  ପୂର୍ବରୁ ଇଡି ଅର୍ଚ୍ଚନାଙ୍କ ସତ୍ୟ ବିହାର ଘରକୁ ସିଲ୍‌ କରିଥିଲା ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories