www.samajalive.in
Saturday, December 6, 2025
15.1 C
Bhubaneswar

ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ମାମଲା

କଟକ : ହାଇକୋର୍ଟ ଗଲା ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା। ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଘଟଣାର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ପହଞ୍ଚିଥିବା ବେଳେ କେନ୍ଦ୍ର, ରାଜ୍ୟ ସରକାର, ଇଡି, ମୁଖ୍ୟ ସଚିବଙ୍କୁ ପକ୍ଷଭୁକ୍ତ କରାଯାଇଛି। ଡିଜିପି ଏବଂ ଭୁବନେଶ୍ୱରର ଦୁଇ ଥାନାର ଆଇଆଇସିଙ୍କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories