www.samajalive.in
Saturday, December 6, 2025
17.1 C
Bhubaneswar

କରୋନାରେ ପ୍ରାଣ ହରାଇଲେ ଅରିଜିତ ସିଂହଙ୍କ ମାଆ

ନୂଆଦିଲ୍ଲୀ: ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ୍ ସିଂହଙ୍କ ମାଆଙ୍କର ଗୁରୁବାର ପରଲୋକ ଘଟିଛି। କରୋନା ସଂକ୍ରମିତ ହୋଇ ଗତ କିଛିଦିନ ହେବ ସେ କୋଲକତା ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସିତ ଥିଲେ। ସେ ଇସିଏମଓରେ ଥିଲେ ଏବଂ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ଆଜି ଦିନ ୧୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ, ଅରିଜିତଙ୍କ ମାଆ ଡାକ୍ତରଖାନାରେ ଭର୍ତ୍ତି ହେବା ନେଇ ଅଭିନେତ୍ରୀ ସ୍ୱାସ୍ତିକା ମୁଖାର୍ଜୀ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଥିଲେ। ସେ ଲେଖିଥିଲେ, ଅରିଜିତ ସିଂହଙ୍କ ମାଆଙ୍କ ପାଇଁ ଏ ନେଗେଟିଭ୍ ରକ୍ତଦାତାଙ୍କ ଆବଶ୍ୟକତା ଅଛି, ସେ ଅସୁସ୍ଥ ହୋଇ ଆମ୍ରି ଢକୁରିଆ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହାବ୍ୟତୀତ ନିର୍ଦ୍ଦେଶକ ଶ୍ରୀଜିତ୍ ମୁଖାର୍ଜୀ ମଧ୍ୟ ଅରିଜିତଙ୍କ ମାଆଙ୍କ ପାଇଁ ଲୋକଙ୍କୁ ନିବେଦନ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories