ମାତ୍ର ୬୦ ମିନିଟ – ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ

ଡେସ୍କ: ୨୦୨୪ ନିର୍ବାଚନ ସୂଚୀ ଘୋଷଣା ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଥିବାବେଳେ ଓଲିଉଡ଼ ଅଭିନେତା ଅରିନ୍ଦମ ରାୟ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଶୁକ୍ରବାର ସେ ଦଳରୁ ଇସ୍ତଫା ଦେବାର ମାତ୍ର ୧ ଘଣ୍ଟା ମଧ୍ୟରେ ସେ ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟକୁ ଯାଇ ପଦ୍ମ ଧରିଛନ୍ତି। ସାଧାରଣ ସମ୍ପାଦକ ପଦ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଅରିନ୍ଦମ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫାପତ୍ର … Continue reading ମାତ୍ର ୬୦ ମିନିଟ – ଶଙ୍ଖ ଛାଡି ପଦ୍ମ ଧରିଲେ ଅରିନ୍ଦମ