ଭୁବନେଶ୍ବର: ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକି ଥିବାବେଳେ ଓଲିଉଡ଼ ଅଭିନେତା ଅରିନ୍ଦମ ରାୟ ବିଜେଡି ଛାଡ଼ିଛନ୍ତି। ଶୁକ୍ରବାର ସେ ଦଳରୁ ଇସ୍ତଫା ଦେଇଛନ୍ତି। ସାଧାରଣ ସମ୍ପାଦକ ପଦ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଅରିନ୍ଦମ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଅପରପକ୍ଷେ ଖୁବଶୀଘ୍ର ସେ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି।
Popular Categories



