www.samajalive.in
Wednesday, December 10, 2025
15.1 C
Bhubaneswar

ପାକିସ୍ତାନକୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ

ସମାଜ ଲାଇଭ୍ ଡେସ୍କ :  ପାକିସ୍ତାନକୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ । ଦିଲ୍ଲୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଲେ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ଵିବେଦୀ । ପାକିସ୍ତାନକୁ ଇଙ୍ଗିତ କରି ସେ କହିଛନ୍ତି ଯେ ଅପରେସନ ସିନ୍ଦୂର ଏକ ଟ୍ରେଲର ଥିଲା ପୁରା ଫିଲ୍ମ ବାକି ଅଛି । ପହଲଗାମ ଆତଙ୍କୀ ଘଟଣାର ଜବାବ ଦେବାକୁ ଯାଇ ଭାରତ ପାକିସ୍ତାନର ଆତଙ୍କି ଆଡ଼ା ବିରୁଦ୍ଧରେ ଅପରେସନ ସିନ୍ଦୂର ର ଆରମ୍ଭ କରିଥିଲା । ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନର ଅନେକ ଆତଙ୍କି ଆଡ଼ା ଧ୍ବଂସ କରିଥିଲା ଭାରତ । ଏହାର ଉଦାହାରଣ ଦେଇ ଜେନେରାଲ ଦ୍ଵିବେଦୀ କହିଛନ୍ତି ଯେ ୮୮ଘଣ୍ଟାର ଅପରେସନ ସିନ୍ଦୂର କେବଳ ଟ୍ରେଲର ଥିଲା । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ ତେବେ କଡ଼ା ଜବାବ ଦେବୁ । ଭାରତୀୟ ସେନା ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପୁରା ପ୍ରସ୍ତୁତ ଅଛି । ଯଦି ପାକିସ୍ତାନ ସୁଯୋଗ ଦିଏ ତେବେ ପଡ଼ୋଶୀକୁ କିପରି ବ୍ୟବହାର କରାଯାଏ ଶିକ୍ଷା ଦେବୁ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories