www.samajalive.in
Friday, December 5, 2025
26.1 C
Bhubaneswar

‘ଅପରେସନ ମହାଦେବ’: ୩ ଆତଙ୍କୀ ସଫା

ଜମ୍ମୁ: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଶ୍ରୀନଗର ହରଓ୍ବାନ ଦଚିଗାମ ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଆତଙ୍କୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେସନ ମହାଦେବ’ ନାଁ ଦିଆଯାଇଛି। ଏହି ଅପରେସନରେ ନିହତ ଆତଙ୍କବାଦୀମାନେ ପହଲଗାଓଁ ଆକ୍ରମଣ ସହ ଜଡ଼ିତ ବୋଲି କୁହାଯାଉଛି। ଗୁଳି ବିନିମୟ ଜାରି ରହିଛି। ଆହୁରି କିଛି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ତଲାସୀ ଅଭିଯାନ ଚାଲିଛି।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories