www.samajalive.in
Monday, December 8, 2025
27.1 C
Bhubaneswar

ଜୁଆ ଆଡ୍ଡା ଉପରେ ଚଢାଉ, ୫ ଗିରଫ

ଅନୁଗୁଳ : ତାଳଚେର ପୁଲିସ ବୁଧବାର ବିଳମ୍ବିତ ରାତିରେ ସେଣ୍ଟ୍ରାଲ କଲୋନୀ ନିକଟରେ ଏକ ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଏଥିରେ ପୁଲିସ ୫ଜଣ ଜୁଆଡିଆଙ୍କ ସମେତ ୧୫ଟି ମୋଟର ସାଇକେଲ ଓ ୧ଲକ୍ଷ ୮୪ହଜାର ଟଙ୍କା ଜବତ କରିଛି। ସେଠାରେ ୨୫ଜଣ ଜୁଆଡିଆ ଜୁଆ ଖେଳୁଥିବାର ପୁଲିସ ସନ୍ଦେହ କରୁଛି।

ସୂଚନାଯୋଗ୍ୟ ଯେ, ବୁଧବାର ରାତିରେ ତାଳଚେର ପୁଲିସ କୌଣସି ସୂତ୍ରରୁ ଖବର ପାଇ ଜୁଆ ଆଡ୍ଡା ଉପରେ ଚଢାଉ କରିଥିଲା। ଚଢାଉ ସମୟରେ ପୁଲିସ ୫ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନେ ଖସି ପଳାଇଥିଲେ। ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ ଶୀଘ୍ର ଧରାଯିବ ବୋଲି କୋଲିଏରୀ ଥାନାର ଅତିରିକ୍ତ ଦାୟିତ୍ବରେ ଥିବା ସଦର ଥାନା ଅଧିକାରୀ ସୌଭାଗ୍ୟ ସ୍ବାଇଁ ସୂଚନା ଦେଇଛନ୍ତି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories