www.samajalive.in
Monday, December 8, 2025
14.1 C
Bhubaneswar

ବିଭିନ୍ନ ଅପରାଧିକ ମାମଲାରେ ସଂପୃକ୍ତ ୮ଅଭିଯୁକ୍ତ ଗିରଫ

ବଲାଙ୍ଗୀର : ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ବିଜେପୁରର ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁଳିମାଡ କରାଯାଇଥିଲା। ଗୁଳିମାଡ କରି ବ୍ୟାଙ୍କରୁ ଲୁଟ ଉଦ୍ୟମ କରାଯାଇଥିଲା। ଏହାସହ ସଇଁତଳା ଥାନା ବିବିନା ମଦଭାଟିର ମ୍ୟାନେଜରଙ୍କୁ ମଧ୍ୟ ଗୁଳି କରି ୩ଲକ୍ଷ ଟଙ୍କା ଲୁଟ କରାଯାଇଥିଲା। ଏହି ଦୁଇଟି ମାମଲାରେ ସଂପୃକ୍ତ ୮ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ଦୁଇଟି ପିସ୍ତଲ, ମୋବାଇଲ ଫୋନ ଓ ନଗଦ ଟଙ୍କା ଜବତ କରାଯାଇଛି। ଏ ସମ୍ପର୍କରେ ସଇଁତଳା ଥାନା ପରିସରରେ ବଲାଙ୍ଗୀର ଜିଲା ଏସ୍‌ପି କେ ଶିବା ସୁବ୍ରମଣି ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories