www.samajalive.in
Monday, December 15, 2025
14.1 C
Bhubaneswar

ବିଲ୍‍ଡର ଗିରଫ

ଭୁବନେଶ୍ୱର: ଠକେଇ ଅଭିଯୋଗରେ ସ୍ଥାନୀୟ ଅଞ୍ଚଳର ଜଣେ ବିଲଡ୍‍ର ଗିରଫ ହୋଇଛନ୍ତି। ପ୍ରେମାନନ୍ଦ ଗୋଲ୍‍ଡେନ୍‍ ଭିଉ ଇନ୍‍ଫ୍ରାଷ୍ଟକଚର ଲିମିଟେଡ୍‍ ନାମରେ ଏକ ସଂସ୍ଥା ଖୋଲିଥିଲେ। ସୁଲଭ ମୂଲ୍ୟରେ ଫ୍ଲାଟ୍‍ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ଉକ୍ତ ସଂସ୍ଥା ତମାଣ୍ଡୋ ଅଞ୍ଚଳର ଲୋକଙ୍କଠାରୁ ପ୍ରାୟ ୪ କୋଟି ୫୦ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା। ଲୋକଙ୍କ ଅଭିଯୋଗ ଆଧାରରେ କ୍ରାଇମ୍‍ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ନିୟନ୍ତ୍ରଣ ଶାଖା ପ୍ରେମାନନ୍ଦଙ୍କୁ ଗିରଫ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories