www.samajalive.in
Saturday, December 6, 2025
15.1 C
Bhubaneswar

ଦେଶୀ ବନ୍ଧୁକ ଜବତ, ୨ ଗିରଫ

ମୋହନା : ମୋହନାରୁ ୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଏହି ମାମଲାରେ ପୁଲିସ ୨ଜଣଙ୍କୁ ଗିରଫ କରିଛି। ଆର.ଉଦୟଗିରି ପୁଲିସ ପାଟ୍ରୋଲିଂ କରୁଥିବା ବେଳେ କୁଆଁପଡା ଓ ଭାଲୁପଡାରୁ ଏହି ବନ୍ଧୁକ ଗୁଡିକୁ ଜବତ କରିଛି। ଏହି ମାମଲାରେ ସଂପୃକ୍ତ ଜଣେ ଅଭିଯୁକ୍ତ ପୁଲିସ ହାତରୁ ଖସି ପଳାଇଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories