www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୬ ମାମଲା, ୮ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୬ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୧ଟି ଗୁଜବ ପ୍ରଚାର ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୦୮ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories